www.samajalive.in
Sunday, December 14, 2025
26.1 C
Bhubaneswar

ହରିଆଣାରେ ହିଂସା: ଅଗଷ୍ଟ ୫ ପର୍ଯ୍ୟନ୍ତ ଇଣ୍ଟରନେଟ୍ ବନ୍ଦ

ହରିୟାଣା : ହରିଆଣାର ଗୋଷ୍ଠୀ ସଙ୍ଘର୍ଷ ଧୀରେ ଧୀରେ ସାମ୍ପ୍ରଦାୟିକ ହିଂସା ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଇଣ୍ଟରନେଟ ସେବା ସ୍ଥଗିତ ଅବଧି ବୃଦ୍ଧି କରିଛନ୍ତି ହରିଆଣା ସରକାର। ରାଜ୍ୟର ନୁହ ସମେତ ଅନ୍ୟ କେତେକ ସ୍ଥାନରେ ଇଣ୍ଟରନେଟ୍ ଏବଂ ଏସଏମଏସ୍ ସେବାକୁ ଅଗଷ୍ଟ ୫ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ନୁହ ବ୍ୟତୀତ ଏହି ସେବାଗୁଡିକ ଫରିଦାବାଦ, ପାଲୱାଲ ଏବଂ ଗୁରୁଗ୍ରାମ ଜିଲ୍ଲାର ସୋହନା, ପାଟୌଦି ଏବଂ ମାନ୍ସେର ସବ୍-ଡିଭିଜନରେ ବନ୍ଦ ରହିବ ବୋଲି ସୂଚନା ମିଳିଛି।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories