ନୂଆଦିଲ୍ଲୀ: ଗୁରୁବାର ଆହ୍ଲାବାଦ ହାଇକୋର୍ଟ ନିମ୍ନ ଅଦାଲତଙ୍କ ରାୟ କାଏମ ରଖିବା ପରେ ସେଠାରେ ପୁଣି ସର୍ଭେ କାର୍ଯ୍ୟ ଆରମ୍ଭ କରାଯାଇଛି। ସୂଚନା ଅନୁସାରେ, ଆଜି ସକାଳ ୭ଟା ବେଳେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ଉତ୍ତର ପ୍ରଦେଶର ବାରାଣସୀରେ ଥିବା ଜ୍ଞାନବାପି ମସ୍ଜିଦ୍ ପରିସରରେ ‘ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ’ ଟିମ୍ ବିଜ୍ଞାନଭିତ୍ତିକ ସର୍ଭେ ଆରମ୍ଭ କରିଛି। କିନ୍ତୁ ‘ଅଞ୍ଜୁମନ୍ ଇନ୍ତେଜାମିଆ ମସ୍ଜିଦ୍ କମିଟି’ର ସଦସ୍ୟମାନେ ଏହି ସର୍ଭେ ବର୍ଜନ କରିଥିବା ଜଣାପଡ଼ିଛି।
Popular Categories



