www.samajalive.in
Saturday, December 6, 2025
26.1 C
Bhubaneswar

ଇସ୍ତଫା ଦେଲେ ବମ୍ବେ ହାଇକୋର୍ଟ ବିଚାରପତି : ଜାଣନ୍ତୁ କାହିଁକି ଦେଲେ ଇସ୍ତଫା

ନୂଆଦିଲ୍ଲୀ : ବମ୍ବେ ହାଇକୋର୍ଟର ବିଚାରପତି ରୋହିତ ଦେଓ ଅଦାଲତ ରୁମରେ ଇସ୍ତଫା ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ମୋ ଆତ୍ମସମ୍ମାନ ବିରୋଧରେ କାମ କରି ପାରିବିନି। ତେଣୁ ନିଜ ପଦରୁ ଇସ୍ତଫା ଦେଉଛି। ରୋହିତ ଦେଓ ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚରେ କାର୍ଯ୍ୟରତ ଥିଲେ। ସୂଚନା ଅନୁସାରେ ଗତକାଲି କୋର୍ଟ ରୁମ୍‌ରେ ଓକିଲଙ୍କ ସମେତ ଅନ୍ୟ କର୍ମଚାରୀଙ୍କ ଭିଡ଼ ଜମିଥିବାବେଳେ ସେଠାରେ ଉପସ୍ଥତ ଜଷ୍ଟିସ୍‌ ରୋହିତ ଦେଓ ନିଜ ଇସ୍ତଫା ସମ୍ପର୍କରେ ସମସ୍ତଙ୍କୁ ଅବଗତ କରିଥିଲେ। ଆତ୍ମସମ୍ମାନରେ ଆଞ୍ଚ ଆସିବାରୁ ସେ ଏପରି କଠୋର ପଦକ୍ଷେପ ନେଇଥିବା କହିଥିଲେ। ଜଷ୍ଟିସ୍‌ ଦେଓ ୨୦୧୭ ମସିହାରେ ବମ୍ବେ ହାଇକୋର୍ଟ ଜଜ ଭାବେ ଯୋଗ ଦେଇଥିଲେ। ସେ ୨୦୨୫ରେ ଅବସର ନେଇଥାନ୍ତେ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories