www.samajalive.in
Sunday, December 7, 2025
23.1 C
Bhubaneswar

ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ‘ହୋ’ ଭାଷାକୁ ସାମିଲ୍‌ ଦାବି

ନୂଆଦିଲ୍ଲୀ: ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ହୋ ଭାଷାକୁ ସାମିଲ କରିବାକୁ ଦାବି ନେଇ ଦିଲ୍ଲୀର ଯନ୍ତରମନ୍ତରରେ ଆଦିବାସୀମାନେ ଧାରଣା ଦେଇଛନ୍ତି। ନିଖିଳ ଭାରତ ହୋ ଭାଷା କ୍ରିୟାନୁଷ୍ଠାନ କମିଟି ନେତୃତ୍ବରେ ଓଡିଶା, ଝାଡଖଣ୍ଡ, ପଶ୍ଚିମବଙ୍ଗ, ଆସାମ ଓ ଛତିଶଗଡର ହୋ ଭାଷୀ ଆଦିବାସୀମାନେ ଏହି ଧାରଣାରେ ସାମିଲ ହୋଇଛନ୍ତି। କେନ୍ଦ୍ର ସରକାରଙ୍କ ଅବହେଳାରୁ ହୋ ଭାଷାକୁ ବର୍ତ୍ତମାନ ପର୍ଯ୍ୟନ୍ତ ସମ୍ବିଧାନର ଅଷ୍ଟମ ଅନୁଛେଦରେ ସାମିଲ କରାଯାଇପାରିନାହିଁ । ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ । ବିଜେଡି ସାଂସଦମାନେ ମଧ୍ୟ ଏହି ପ୍ରସଙ୍ଗକୁ ସଂସଦରେ ଉଠାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କୌଣସି ନିର୍ଯ୍ୟାସ ବାହାରିନାହିଁ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories