BJD Bijuli 480×75 Mob

ଭାରତୀୟ କୁସ୍ତି ସଂଘ ନିର୍ବାଚନ ପ୍ରସଙ୍ଗ : ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

BJD Bijuli 480×75 Mob

ନୂଆଦିଲ୍ଲୀ : ସୁପ୍ରିମକୋର୍ଟ ଅଗଷ୍ଟ ୧୧ ତାରିଖରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ରେସଲିଂ ଫେଡେରେଶନ ଅଫ ଇଣ୍ଡିଆର ନିର୍ବାଚନ ଉପରେ ୨୮ ଅଗଷ୍ଟ ପର୍ଯ୍ୟନ୍ତ ରୋକ ଲଗାଇଥିଲେ। ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିସନ ଦାଖଲ କରାଯାଇଥିଲା। ପ୍ରତିବନ୍ଧକକୁ ହଟାଇବା ପାଇଁ ଆବେଦନ କରାଯାଇଥିଲା। ଏହି ମାମଲାର ଶୁଣାଣିବେଳେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟଙ୍କ ଆଦେଶରେ ହସ୍ତକ୍ଷେପ କରିବାକୁ ମନା କରି ଦେଇଛନ୍ତି ସୁପ୍ରିମକୋର୍ଟ ।

Comments are closed.