www.samajalive.in
Sunday, December 7, 2025
23.1 C
Bhubaneswar

ପ୍ରତିବର୍ଷ ଅଗଷ୍ଟ ୨୩ରେ ପାଳିତ ହେବ ଜାତୀୟ ମହାକାଶ ଦିବସ

ବେଙ୍ଗାଲୁରୁ : ଅଗଷ୍ଟ ୨୩ ତାରିଖକୁ ଜାତୀୟ ମହାକାଶ ଦିବସ ଭାବେ ଭାରତ ପାଳନ କରିବ ବୋଲି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଚନ୍ଦ୍ରଯାନ -୩ର ସଫଳତା ଅବସରରେ ବେଙ୍ଗାଲୁରୁ ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇବା ଅବସରରେ ଏହି ବଡ଼ ଘୋଷଣା କରିଛନ୍ତି। ତା’ ସହିତ ଯେଉଁଠି ଚନ୍ଦ୍ରଯାନ-୩ ଅବତରଣ କରିଛି, ଚନ୍ଦ୍ରର ସେହି ସ୍ଥାନକୁ ଶିବଶକ୍ତି ଏବଂ ଯେଉଁଠି ଚନ୍ଦ୍ରୟାନ -୨ ଅବତରଣ କରିଥିଲା, ତାର ନାଁ ତ୍ରିରଙ୍ଗା ରଖାଯାଇଥିବା ଜଣାପଡ଼ିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories