www.samajalive.in
Sunday, December 7, 2025
23.1 C
Bhubaneswar

ଲ୍ୟାଣ୍ଡରରୁ ରୋଭର ବାହାରୁଥିବା ସମୟର ଫଟୋ ଛାଡ଼ିଲା ଇସ୍ରୋ

ବେଙ୍ଗାଲୁରୁ : ଚନ୍ଦ୍ରଯାନ -୩ ଲ୍ୟାଣ୍ଡରରୁ ରୋଭର ବାହାରୁଥିବାରୁ ସଦ୍ୟତମ ଫଟୋ ଇସ୍ରୋ ପକ୍ଷରୁ ଛଡ଼ାଯାଇଛି। ରୋଭର ପ୍ରଜ୍ଞାନ ରାସାୟନିକ, ଖଣିଜ ପଦାର୍ଥ, ମାଟି ଓ ପଥର ସମ୍ପର୍କରେ କରୁଛି ଗବେଷଣା । ୧୪ ଦିନ ଲାଗି ୬ ଚକିଆ ବିଶିଷ୍ଟ ରୋଭର ଚନ୍ଦ୍ରପୃଷ୍ଠର ଗବେଷଣା କରିବ ବୋଲି ଜଣାପଡ଼ିଛି। ୧୪ ଦିନ ପରେ ଲ୍ୟାଣ୍ଡର ଓ ରୋଭର କାର୍ଯ୍ୟକ୍ଷମ ନେଇ ଆଶାବାଦୀ ରହିଛି ଇସ୍ରୋ ।

 

- Advertisement -

 

 

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories