bjd gruha runa

କେନ୍ଦ୍ରମନ୍ତ୍ରୀ କୌଶଲ କିଶୋରଙ୍କ ଘରେ ହତ୍ୟାକାଣ୍ଡ

BJD Bijuli 480×75 Mob

ନୂଆଦିଲ୍ଲୀ :କେନ୍ଦ୍ରମନ୍ତ୍ରୀ କୌଶଲ କିଶୋରଙ୍କ ଘରେ ହତ୍ୟାକାଣ୍ଡ ହୋଇଥିବା ସୂଚନା ମିଳିଛି। ଗୁଳିମାଡ଼ରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର ସାଙ୍ଗ ବିନୟ ଶ୍ରୀବାସ୍ତବଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ କେନ୍ଦ୍ରମନ୍ତ୍ରୀଙ୍କ ପୁଅର ଲାଇସେନ୍ସପ୍ରାପ୍ତ ବନ୍ଧୁକ ଜବତ ହୋଇଛି। ଏହି ଘଟଣାରେ ୩ ଜଣଙ୍କୁ ପୁଲିସି ଅଟକ ରଖି ପଚରାଉଚରା କରୁଛି ।

Comments are closed.