www.samajalive.in
Sunday, December 14, 2025
16.1 C
Bhubaneswar

ଆପର ୩ ପ୍ରାର୍ଥୀ ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ

ଡେସ୍କ: ଆମ ଆଦମୀ ପାର୍ଟିର ପ୍ରାର୍ଥୀ ସଞ୍ଜୟ ସିଂ, ସ୍ଵାତି ମାଲିୱାଲ ଓ ଏନ ଡ଼ି ଗୁପ୍ତା ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି। ଆଜି ନିର୍ବାଚନ ଅଧିକାରୀଙ୍କ ଠାରୁ ଏହି ୩ ଜଣ ନେତା ସେମାନଙ୍କ ବିଜୟ ପ୍ରମାଣ ପତ୍ର ଗ୍ରହଣ କରିଛନ୍ତି।

ପ୍ରତିରକ୍ଷା କ୍ଷମତାରେ ଯୋଡି ହେଲା ନୂଆ ଫର୍ଦ୍ଦ, ଲକ୍ଷ୍ୟସ୍ଥଳ ଭେଦ କଲା ନୂଆ ପିଢ଼ି ଆକାଶ କ୍ଷେପଣାସ୍ତ୍ର

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories