www.samajalive.in
Saturday, December 13, 2025
26.1 C
Bhubaneswar

ଆସନ୍ତାକାଲି ସାଂଘାଇ ସହଯୋଗ ସଂଗଠନ ବୈଠକ, ଅଧ୍ୟକ୍ଷତା କରିବେ ରାଜନାଥ ସିଂହ

ଡେସ୍କ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆସନ୍ତାକାଲି ନୂଆଦିଲ୍ଲୀରେ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ ବୈଠକରେ ଅଧ୍ୟକ୍ଷତା କରିବେ। ଏଥିରେ ଚୀନ୍‌‌, କାଜାକିସ୍ତାନ, କିର୍‌‌ଗିଜ୍‌‌ସ୍ତାନ, ରୁଷ, ତାଜିକିସ୍ତାନ ଓ ଉଜ୍‌‌ବେକିସ୍ତାନ ଯୋଗଦେବେ। ଭାରତ ଏହି ବୈଠକରେ ଯୋଗଦେବାକୁ ବେଲାରୁଷ ଏବଂ ଇରାନ୍‌‌କୁ ନିମନ୍ତ୍ରଣ କରିଥିବା ବେଳେ ଏସ୍‌‌.ସି.ଓ. ପର୍ଯ୍ୟବେକ୍ଷକ ଓ ଏସ୍‌‌.ସି.ଓ. ପ୍ରତିରକ୍ଷା ମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯାଇଛି। ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଆଭାସି ଜରିଆରେ ଏହି ବୈଠକରେ ଯୋଗଦେବେ। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ମନ୍ତ୍ରୀ ଶ୍ରୀ ସିଂହ ବିଭିନ୍ନ ଦେଶର ପ୍ରତିରକ୍ଷା ମନ୍ତ୍ରୀମାନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories