www.samajalive.in
Saturday, December 6, 2025
26.1 C
Bhubaneswar

୧୫୭ଟି ନୂଆ ସରକାରୀ ନର୍ସିଂ କଲେଜ୍‌‌ ପ୍ରତିଷ୍ଠା ପ୍ରସ୍ତାବକୁ ମଞ୍ଜୁରୀ

ଡେସ୍କ: ଦେଶରେ ଥିବା ବିଭିନ୍ନ ମେଡିକାଲ୍‌‌ କଲେଜ୍‌‌ ଗୁଡ଼ିକରେ ୧୫୭ଟି ନୂଆ ସରକାରୀ ନର୍ସିଂ କଲେଜ୍‌‌ ପ୍ରତିଷ୍ଠା କରିବା ଲାଗି କେନ୍ଦ୍ର ସରକାର ମଞ୍ଜୁରୀ ପ୍ରଦାନ କରିଛନ୍ତି। ଗତକାଲି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ୧ହଜାର ୫୭୦ କୋଟି ଟଙ୍କା ଖର୍ଚ୍ଚ କରାଯିବ। ବୈଠକ ପରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡବ୍ୟ କହିଛନ୍ତି, ପ୍ରତ୍ୟେକ ନର୍ସିଂ କଲେଜ୍‌‌ ପ୍ରତିଷ୍ଠା ପାଇଁ ୧୦ କୋଟି ଟଙ୍କା ପ୍ରଦାନ କରାଯିବ। ଆସନ୍ତା ୨ ବର୍ଷ ମଧ୍ୟରେ ଏହାର ନିର୍ମାଣ କାର୍ଯ୍ୟ ଶେଷ କରାଯିବ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories