www.samajalive.in
Sunday, December 7, 2025
23.1 C
Bhubaneswar

ଜୁଲାଇ ୨୦ରୁ ସଂସଦର ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ : ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରୁ ଆରମ୍ଭ ହୋଇ ଅଗଷ୍ଟ ୧୧ ପର୍ଯ୍ୟନ୍ତ ଚାଲିବ ବୋଲି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଶନିବାର ସୂଚନା ଦେଇଛନ୍ତି। ମୌସୁମୀ ଅଧିବେଶନରେ ଫଳପ୍ରଦ ବିତର୍କ ଏବଂ ସଂସଦ କାର୍ଯ୍ୟକୁ ସମର୍ଥନ କରିବାକୁ ପ୍ରହ୍ଲାଦ ଯୋଶୀ ସମସ୍ତ ଦଳଙ୍କୁ ଟୁଇଟ କରି ନିବେଦନ କରିଛନ୍ତି। ସଂସଦର ଏହି ଅଧିବେଶନ ଗୃହର ନୂତନ ଭବନରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories