www.samajalive.in
Tuesday, December 9, 2025
26.1 C
Bhubaneswar

୪ଟି ରାଜ୍ୟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ଜୁଲାଇ ୭ ଏବଂ ୮ ତାରିଖରେ ଛତିଶଗଡ, ଉତ୍ତରପ୍ରଦେଶ, ତେଲଙ୍ଗାନା ଏବଂ ରାଜସ୍ଥାନକୁ ଗସ୍ତ କରିବେ ବୋଲି ସୂଚନା ମିଳିଛି। ଏହି ଗସ୍ତ ସମୟରେ ସେ ବିଭିନ୍ନ ସ୍ଥାନରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ । ଅନେକ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ସାଧାରଣ ସଭା କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories