www.samajalive.in
Thursday, December 11, 2025
23.1 C
Bhubaneswar

ସୋନିପତରେ ଧାନ ରୋଇଲେ ରାହୁଲ

ଚଣ୍ଡିଗଡ଼: ଆଜି ସକାଳୁ ସକାଳୁ ହରିୟାଣାର ସୋନିପତର ଏକ ଗାଁରେ ପହଞ୍ଚି ଅନ୍ୟ ଚାଷୀଙ୍କ ସହ ମିଶି ଧାନ ରୋଇଛନ୍ତି କଂଗ୍ରେ ନେତା ରାହୁଲ ଗାନ୍ଧି । ସୂଚନା ଅନୁସାରେ, ରାହୁଲ ହିମାଚଳ ପ୍ରଦେଶ ଯାଉଥିଲେ। ରାସ୍ତାରେ ଚାଷୀଙ୍କୁ ଧାନ  ରୋଉଥିବାର ଦେଖି ନିଜେ ସେମାନଙ୍କ ପାଖରେ ପହଞ୍ଚି ସେମାନଙ୍କ ସହିତ ମିଶି ଧାନ ରୋଇଥିଲେ । ପ୍ରକାଶ ଯେ, ଭାରତଯୋଡ ଯାତ୍ରା ପରେ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ସୁଖ ଦୁଃଖ ବୁଝୁଛନ୍ତି । ଏହାପୂର୍ବରୁ ୨୩ ମେ’ ରେ ରାହୁଲ ଚଣ୍ଡିଗଡ଼ ଯାଇ ଟ୍ରକରେ ଯାତ୍ରା କରିଥିଲେ । ଟ୍ରକ୍‌ ଡ୍ରାଇଭରଙ୍କୁ ତାଙ୍କ ସମସ୍ୟା କଥା ପଚାରି ବୁଝିଥିଲେ ।

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories