www.samajalive.in
Saturday, December 6, 2025
26.1 C
Bhubaneswar

ଆରଆରଟିଏସ୍‌ ପାଇଁ ୪୧୫ କୋଟି ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ

ନୂଆଦିଲ୍ଲୀ : ସୋମବାର ଦିଲ୍ଲୀ ସରକାରଙ୍କୁ ଦୁଇ ମାସ ମଧ୍ୟରେ ‘ରିଜୋନାଲ ରାପିଡ ଟ୍ରାଞ୍ଜିଟ୍‌ ସିଷ୍ଟମ’ (ଆରଆରଟିଏସ୍‌) ପାଇଁ ୪୧୫ କୋଟି ଟଙ୍କା ଦେବାକୁ ନିର୍ଦେଶ ଦେଇଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମକୋର୍ଟ)। ଦିଲ୍ଲୀ ସରକାର ଆରଆରଟିଏସ୍‌ ପ୍ରକଳ୍ପକୁ ପାଣ୍ଠି ଯୋଗାଇବାରେ ଅସମର୍ଥତା ପ୍ରକାଶ କରିଥିଲେ। ଗତ ୩ ବର୍ଷ ମଧ୍ୟରେ ବିଜ୍ଞାପନରେ ଖର୍ଚ୍ଚ ହୋଇଥିବା ଟଙ୍କାକୁ ରେକର୍ଡ କରିବାକୁ ନିର୍ଦେଶ ଦେଇଥିଲେ ସର୍ବୋଚ୍ଚ ନ୍ୟାୟାଳୟ। ପ୍ରକାଶ ଯେ, ଗତ ଶୁଣାଣିରେ ଦିଲ୍ଲୀ ସରକାରଙ୍କ ଠାରୁ ଖର୍ଚ୍ଚର ସବିଶେଷ ତଥ୍ୟ ମଗାଯାଇଥିଲା।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories