www.samajalive.in
Sunday, December 14, 2025
19.1 C
Bhubaneswar

କାର୍ଗିଲ ବିଜୟ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଜନାଥ ସିଂ

ନୂଆଦିଲ୍ଲୀ : ୨୪ ତମ କାର୍ଗିଲ ବିଜୟ ଦିବସରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଦେଶ ପାଇଁ ଜୀବନ ଦେଇଥିବା ସୈନିକଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ । ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଯୁଦ୍ଧ ସ୍ମାରକକୁ ଚୂଡାନ୍ତ ରୂପ ଦିଆଯାଇଛି। ୧୯୯୯ରେ ଏହି ଦିନ ଭାରତ ଦୁନିଆର ସବୁଠାରୁ ଦୁର୍ଗମ ଯୁଦ୍ଧକ୍ଷେତ୍ରରେ ଏକ ଦ୍ରାସରେ ପାକିସ୍ତାନକୁ ବାହାର କରି ବିଜୟ ହାସଲ କରିଥିଲା। ତେଣୁ ଏହି ଦିନକୁ ଭାରତ ବିଜୟ ଉତ୍ସବ ଭାବେ ପାଳନ କରୁଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories