QNETIC – Mobile

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୮ ମୃତ

ତାମିଲନାଡ଼ୁ : ତାମିଲନାଡୁ କ୍ରିଷ୍ଣାଗିରୀର ଏକ ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସୂଚନା ଅନୁସାରେ, ଆଜି(ଶନିବାର) ସକାଳେ ଏହି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ନିକଟରେ ଥିବା ଏକ ହୋଟେଲ୍ ସହ ୪ଟି କୋଠା କ୍ଷତିଗ୍ରସ୍ତ ହୋଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Comments are closed.