www.samajalive.in
Saturday, December 6, 2025
26.1 C
Bhubaneswar

ବାଣ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୮ ମୃତ

ତାମିଲନାଡ଼ୁ : ତାମିଲନାଡୁ କ୍ରିଷ୍ଣାଗିରୀର ଏକ ବାଣ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସୂଚନା ଅନୁସାରେ, ଆଜି(ଶନିବାର) ସକାଳେ ଏହି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ନିକଟରେ ଥିବା ଏକ ହୋଟେଲ୍ ସହ ୪ଟି କୋଠା କ୍ଷତିଗ୍ରସ୍ତ ହୋଇଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories