www.samajalive.in
Saturday, December 6, 2025
14.1 C
Bhubaneswar

ଆଜି ଇନକମ ଟ୍ୟାକ୍ସ ରିଟର୍ଣ୍ଣ ଦାଖଲ କରିବାର ଶେଷ ତାରିଖ

ନୂଆଦିଲ୍ଲୀ : ଆଜି ଇନକମ ଟ୍ୟାକ୍ସ ରିଟର୍ଣ୍ଣ ଦାଖଲ କରିବାର ଶେଷ ତାରିଖ । ବର୍ତ୍ତମାନ ସୁଦ୍ଧା ୬ କୋଟିରୁ ଊର୍ଦ୍ଧ୍ବ ଲୋକ ଆୟକର ଦାଖଲ କରିଥିଲେ ସୁଦ୍ଧା ଏବେ ବି ଅନେକ ବ୍ୟକ୍ତି ଫାଇଲ କରିନାହାନ୍ତି। କାରଣ ଡେଡଲାଇନ ବୃଦ୍ଧି କରିବା ନେଇ ସରକାର ଏ ଯାଏଁ କୌଣସି ଘୋଷଣା କରିନାହାନ୍ତି। ଆଜି ନ କଲେ ଆସନ୍ତାକାଲି ଠାରୁ ଜୋରିମାନା ପଡ଼ିବ ବୋଲି ଜଣାପଡ଼ିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories