www.samajalive.in
Tuesday, December 9, 2025
17.1 C
Bhubaneswar

ବସ୍‌-କ୍ରୁଜର ମୁହାଁମୁହିଁ ; ୮ମୃତ

ଚଣ୍ଡିଗଡ : ଶନିବାର ହରିୟାଣାର ଜିନ୍ଦରେ ବସ ଏବଂ କ୍ରୁଜର ମଧ୍ୟରେ ମୁହାଁମୁହିଁ ହେବା ଫଳରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଆହତଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ଡାକ୍ତରଖାନା ନିଆଯାଇଥିଲା। ଘଟଣା ସଂକ୍ରାନ୍ତରେ ପୁଲିସ ଅଧିକ ତଦନ୍ତ ଆରମ୍ଭ କରିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories