www.samajalive.in
Monday, December 15, 2025
15.1 C
Bhubaneswar

‘ରାଷ୍ଟ୍ରୀୟ ନିଯୁକ୍ତି ମେଳା’: କଟକରେ ୧୧୨ଜଣଙ୍କୁ ନିଯୁକ୍ତିପତ୍ର ଦେଲେ କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ

କଟକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଦେଶର ୩୭ଟି ସ୍ଥାନରେ ଆୟୋଜିତ ‘ରାଷ୍ଟ୍ରୀୟ ରୋଜଗାର ମେଳା’ର ଦଶମ ପର୍ଯ୍ୟାୟରେ ୫୧ ହଜାର ନବ ନିଯୁକ୍ତ କେନ୍ଦ୍ରୀୟ କର୍ମଚାରୀଙ୍କୁ ଅନଲାଇନ୍ ଜରିଆରେ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।

ଏହି ଅବସରରେ ଆଜି କଟକରେ ଅୟୋକିତ ‘ରାଷ୍ଟ୍ରୀୟ ରୋଜଗାର ମେଳା’ ଅଧୀନରେ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ ଭାରତ ସରକାରଙ୍କ ବିଭିନ୍ନ ବିଭାଗର ୧୧୨ ଜଣ ନୂତନ ଯୁବକ ଓ ଯୁବତୀଙ୍କୁ ସ୍ଥାୟୀ ନିଯୁକ୍ତିପତ୍ର ବଣ୍ଟନ କରିଛନ୍ତି। ସମସ୍ତ ଯୁବକ ଏବଂ ସେମାନଙ୍କ ପରିବାରକୁ ସେମାନଙ୍କ ଜୀବନରେ ଏକ ନୂତନ ଅଧ୍ୟାୟ ଆରମ୍ଭ କରିବା ପାଇଁ ଶ୍ରୀ ଟୁଡୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁଙ୍କ ସମେତ ସାଂସଦ ଭର୍ତ୍ତୃହରି ମହତାବ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories