www.samajalive.in
Monday, December 8, 2025
20.1 C
Bhubaneswar

ଜାତୀୟ କ୍ରୀଡ଼ା ପୁରସ୍କାର ଘୋଷଣା: ୪ ଜଣଙ୍କୁ ଖେଳରତ୍ନ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଜାତୀୟ କ୍ରୀଡ଼ା ପୁରସ୍କାର ୨୦୨୪ ଘୋଷଣା କରାଯାଇଛି। ୪ ଜଣ ଖେଳାଳିଙ୍କୁ ଖେଳ ରତ୍ନ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ଖେଳରତ୍ନ ପୁରସ୍କାର ପାଇଁ ୪ ଖେଳାଳି ବିଶ୍ଵ ଚେସ୍ ଚମ୍ପିଆନ୍‌ ଗୁକେସ୍‌ ଡି, ଶୁଟର ମନୁ ଭାକର, ହକି ଖେଳାଳି ହରମନପ୍ରୀତ ସିଂହ ଓ ପାରା ଆଥଲେଟ୍‌ ପ୍ରବୀଣ କୁମାରଙ୍କ ନାଁ ଘୋଷଣା କରାଯାଇଛି। ସେହିପରି ଅର୍ଜୁନ ପୁରସ୍କାର ପାଇଁ ୩୨ ଜଣ ଖେଳାଳିଙ୍କ ନାଁ ଘୋଷଣା କରାଯାଇଛି। ଜାନୁଆରୀ ୧୭ ତାରିଖରେ ରାଷ୍ଟ୍ରପତି ଭବନରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ସମସ୍ତ କ୍ରୀଡ଼ାବିତମାନଙ୍କୁ ପୁରସ୍କାର ପ୍ରଦାନ କରିବେ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories