www.samajalive.in
Sunday, December 14, 2025
23.1 C
Bhubaneswar

ଆଜି ବି ନୁହରେ ବନ୍ଦ ରହିବ ଇଣ୍ଟରନେଟ ସେବା

ଚଣ୍ଡିଗଡ଼ : ହରିୟାଣାରେ ହିଂସା ସ୍ଥିତିକୁ ଦୃଷ୍ଟିରେ ରଖି ଆଜି ବି ହରିଆଣା ନୁହରେ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ହିଂସାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୫ ତାରିଖରୁ ହିଂସାକୁ ଦୃଷ୍ଟିରେ ରଖି ନୁହରେ ଇଣ୍ଟରନେଟ ସେବା ବନ୍ଦ ରହିଛି । କର୍ଫ୍ୟୁ କୋହଳ ପରେ ଧୀରେଧୀରେ ଯାନବାହନ ଚଳାଚଳ ଆରମ୍ଭ କରିଛି । ବସ୍ ଯାତ୍ରା ବି ଆରମ୍ଭ ହୋଇଛି । ବିଭିନ୍ନ ସ୍ଥାନରେ ଜୋରଦାର ଚେକିଂ ବି ଜାରି ରହିଥିବା ବେଳେ ଉତ୍ତେଜନାପ୍ରବଣ ସ୍ଥାନରେ ପୁଲିସ ମୁତୟନ ହୋଇଥିବା ଜଣାପଡ଼ିଛି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories