ଭୁଶୁଡି ଥିବା ଟନେଲ ନିର୍ମାଣକାରୀ କମ୍ପାନୀ ବିଜେପିକୁ ଦେଇଛି ୫୫ କୋଟି ଟଙ୍କାର ନିର୍ବାଚନୀ ବଣ୍ଡ

ଡେସ୍କ: ଉତ୍ତରାଖଣ୍ଡରେ ସିଲ୍କିୟାରା-ବାରକୋଟ ଟନେଲ ନିର୍ମାଣ କରୁଥିବା ହାଇଦ୍ରାବାଦସ୍ଥିତ ନବଯୁଗ ଇଞ୍ଜିନିୟରିଂ କମ୍ପାନି ଲିମିଟେଡ୍ (ଏନ୍ଇସି) ୫୫ କୋଟି ଟଙ୍କାର ନିର୍ବାଚନୀ ବଣ୍ଡ୍ କିଣିଛି ଏବଂ ସମ୍ପୂର୍ଣ୍ଣ ଅର୍ଥ ବିଜେପିକୁ ଦାନ କରିଛି। ୨୦୨୩ ନଭେମ୍ବର ୧୨ ତାରିଖରେ ନିର୍ମାଣାଧୀନ ସୁଡ଼ଙ୍ଗର ଏକ ଅଂଶ ଭୁଶୁଡ଼ି ପଡ଼ିବାରୁ ମୋଟ ୪୧ ଜଣ ଶ୍ରମିକ ଫସି ଯାଇଥିଲେ। ନଭେମ୍ବର ୨୮ ତାରିଖରେ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଇଥିଲା। ରାଜନୀତି କରୁଛନ୍ତି ରାଜ୍ୟପାଳ, ଅଭିଯୋଗ ଆଣିଲା ତୃଣମୂଳ କଂଗ୍ରେସ Related Posts … Continue reading ଭୁଶୁଡି ଥିବା ଟନେଲ ନିର୍ମାଣକାରୀ କମ୍ପାନୀ ବିଜେପିକୁ ଦେଇଛି ୫୫ କୋଟି ଟଙ୍କାର ନିର୍ବାଚନୀ ବଣ୍ଡ