ଭୁବନେଶ୍ୱର : ଖୋର୍ଦ୍ଧାରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ସୋମବାର ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୃଢ ନିନ୍ଦା କରିଛନ୍ତି। ସେ ଟୁଇଟ କରି କହିଛନ୍ତି, ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ଘଟଣାକୁ ଗୁରୁତ୍ୱର ସହ ନେବାକୁ ନିର୍ବାଚନ କମିଶନଙ୍କୁ ଅନୁରୋଧ କରିଛନ୍ତି। ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ କମିଶନ ପୁଲିସକୁ ନିର୍ଦ୍ଦେଶ ଦିଅନ୍ତୁ। ଏହାସହ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।
ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା-ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ
Popular Categories



