ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱ ଶିଶୁ ଶ୍ରମିକ ନିରୋଧ ଦିବସ ଅବସରରେ କହିଛନ୍ତି ଯେ, ଶିଶୁମାନେ ହେଉଛନ୍ତି ଆମର ଭବିଷ୍ୟତ ଏବଂ ଦେଶର ମୂଳଦୁଆ। ଓଡ଼ିଶାରେ ଶିଶୁଶ୍ରମିକ ପ୍ରଥାକୁ ସଂପୂର୍ଣ୍ଣ ବନ୍ଦ କରିବା ପାଇଁ ଆମେମାନେ ପ୍ରତିଶ୍ରୁତିବଦ୍ଧ ହେବା ଦରକାର। ଶିଶୁମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ଓ ଅଭିବୃଦ୍ଧି ପାଇଁ ଅନୁକୂଳ ପରିବେଶ ନିର୍ମାଣ ନିମନ୍ତେ ମୁଖ୍ୟମନ୍ତ୍ରୀ ଆହ୍ୱାନ ଜଣାଇଛନ୍ତି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Popular Categories



