ଭୁବନେଶ୍ୱର : ଆଜି ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀ ତଥା ବିଶେଷ କରି ଆମ ଚାଷୀ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷ ଚାଷୀ ଭାଇଭଉଣୀଙ୍କ ପାଇଁ ସମୃଦ୍ଧିର ବର୍ଷ ହେବ ବୋଲି ସେ ଆଶା ପ୍ରକାଶ କରିଛନ୍ତି। କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାରୀ ନିୟମ କଡ଼ାକଡ଼ି ପାଳନ କରିବା ସହ କୃଷି କାର୍ୟ୍ୟ ସମୟରେ ସାମାଜିକ ଦୂରତ୍ୱ ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
Popular Categories



