www.samajalive.in
Friday, December 5, 2025
20.1 C
Bhubaneswar

କୋରାପୁଟରେ ବିରୋଧୀଙ୍କୁ ଟାର୍ଗେଟ କଲେ ନବୀନ

ଜୟପୁର: କୋରାପୁଟରେ ଆଜି ମାରାଥନ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଜୟପୁର ଓଏମପି ପଡିଆରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧନ କରିବା ବେଳେ ବିରୋଧୀ ଦଳର ନେତାଙ୍କୁ ଟାର୍ଗେଟ କରିଛନ୍ତି ନବୀନ। ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟରେ ଲାଗୁ ହୋଇଥିବା ବିଏସକେୱାଇ ଯୋଜନା, ମମତା ଯୋଜନା, ଲକ୍ଷ୍ମୀ ବସ୍‌‌ ଯୋଜନା, ମିଶନ୍‌‌ ଶକ୍ତି, ପିଲାଙ୍କ ଶିକ୍ଷା ପାଇଁ ଛାତ୍ର ବୃତ୍ତି, ଚାଷୀଙ୍କ ପାଇଁ କାଳିଆ ଯୋଜନା ସବୁ ସଫଳ ହୋଇଛି। ବିରୋଧୀ କିନ୍ତୁ ଏହାକୁ ଗ୍ରହଣ କରୁନାହାଁନ୍ତି। ବିରୋଧୀ ନେତାମାନେ ମିଛ କହୁଛନ୍ତି। ଆପଣଙ୍କ ନିକଟରେ ସେମାନେ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏଥର ଯୋଡି ଶଙ୍ଖରେ ଆଶୀର୍ବାଦ କରିବାକୁ ଭୋଟ ଭିକ୍ଷା କରିଛନ୍ତି ନବୀନ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories