www.samajalive.in
Monday, December 8, 2025
27.1 C
Bhubaneswar

୨ଟି ଆସନରୁ ଲଢିବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯ଟି ଲୋକସଭା ଓ ୫୪ଟି ବିଧାନସଭା ଆସନ ପାଇଁ ବିଜେଡି ପାର୍ଥୀ ତାଲିକା ଘୋଷଣା କରିଛି। ଏଥିମଧ୍ୟରେ ନବୀନ ପଟ୍ଟନାୟକ ୨୦ ବର୍ଷ ରାଜନୈତିକ ଜୀବନରେ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ନବୀନ ପଟ୍ଟନାୟକ ଚଳିତ ବିଧାନସଭା ନିର୍ବାଚନରେ ଦୁଇଟି ଆସନରୁ ନିର୍ବାଚନ ଲଢିବେ। ଆସ୍କା ଲୋକସଭା ଅନ୍ତର୍ଗତ ହିଞ୍ଜିଳିକାଟୁ ଓ ବରଗଡ ଲୋକସଭା ଅନ୍ତର୍ଗତ ବିଜେପୁରରୁ ନିର୍ବାଚନ ଲଢିବେ।
ସୂଚନାଯୋଗ୍ୟ ରବିବାର ପଶ୍ଚିମ ଓଡ଼ିଶାର ବହୁନେତା ନବୀନ ପଟ୍ଟନାୟକଙ୍କୁ ପଶ୍ଚିମ ଓଡ଼ିଶାର ଯେ କୌଣସି ବିଧାନସଭା ଆସନରୁ ନିର୍ବାଚନ ଲଢିବାକୁ କହିଥିଲେ। ଏଥିପାଇଁ ତୁରନ୍ତ ନିଷ୍ପତ୍ତି ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories