www.samajalive.in
Saturday, December 6, 2025
14.1 C
Bhubaneswar

ଦିଲ୍ଲୀରେ ମୋଦୀଙ୍କୁ ଭେଟିଲେ ନବୀନ; ସ୍ବତନ୍ତ୍ର ରାଜ୍ୟ ପାହ୍ୟା, କେନ୍ଦ୍ରୀୟ ଅନୁଦାନ ପ୍ରସଙ୍ଗରେ ଆଲୋଚନା କଲେ

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପୂର୍ବାହ୍ନରେ ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନରେ ନବୀନ ମୋଦୀଙ୍କୁ ଭେଟି ବହୁ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିଲେ।

ଆଲୋଚନା ଆରମ୍ଭରେ ଲୋକସଭା ନିର୍ବାଚନରେ ବିଜୟ ପାଇଁ ନବୀନ ମୋଦୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଆଲୋଚନା ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଣମାଧ୍ୟମକୁ ନିଜର ପ୍ରତିକ୍ରିୟା ଦେଇଥିଲେ। ରାଜ୍ୟକୁ ସ୍ବତନ୍ତ୍ର ପାହ୍ୟା ପ୍ରଦାନ ସମେତ, ୫ ଲକ୍ଷ ପକ୍କାଘର ପ୍ରଦାନ ଏବଂ କୋଇଲା ରୟାଲଟି ଦେବାକୁ ନବୀନ ମୋଦୀଙ୍କ ନିକଟରେ ଦାବି କରିଥିଲେ।

- Advertisement -

ଏହା ସହିତ ଫନୀ ବାତ୍ୟା ପାଇଁ ୫ ହଜାର କୋଟି ସହାୟଦା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ଦାବି ରଖିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories