BJD Bijuli 480×75 Mob

ରାଷ୍ଟ୍ରପତିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

BJD Bijuli 480×75 Mob
0

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ କରିଛନ୍ତି । ବିଜୁ ସଂଗ୍ରହାଳୟ ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ଆସିବା ପାଇଁ ସେ ରାଷ୍ଟ୍ରପତିଙ୍କୁ ନିମନ୍ତ୍ରଣ କରିଥିଲେ । ରାଷ୍ଟ୍ରପତି ଏହି କାର୍ଯ୍ୟକ୍ରମକୁ ଆସିବା ପାଇଁ ସହମତି ପ୍ରକାଶ କରିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

Leave A Reply