www.samajalive.in
Saturday, December 6, 2025
14.1 C
Bhubaneswar

ଆଶାକର୍ମୀଙ୍କ ଦରମା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଆଶାକର୍ମୀଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଶାକର୍ମୀ ମାନେ ମାସିକ ୪,୫୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ଏହାକୁ ୭ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାସହିତ ସେବାନିବୃର୍ତ୍ତି ପ୍ରୋତ୍ସହନ ରାଶି ୫୦ହଜାରରୁ ୧ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏହାଦ୍ୱାରା ଉପକୃତ ହେବେ ୪୯ହଜାର ୫୨୨ ଆଶାକର୍ମୀ। ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲା ଗସ୍ତ ବେଳେ ଆଶାକର୍ମୀଙ୍କ ପକ୍ଷରୁ ଏହି ପ୍ରସ୍ତାବ ଦିଆଯାଇଥିଲା। ରାଜ୍ୟ ସରକାର ଏଥିପାଇଁ ବର୍ଷକୁ ୨୦୮କୋଟି ଟଙ୍କା ଖର୍ଚ୍ଚ କରିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories