www.samajalive.in
Saturday, December 6, 2025
26.1 C
Bhubaneswar

ଏଥର ବି ୨ଟି ଆସନରେ ଲଢିବେ ନବୀନ: ହିଞ୍ଜିଳି ଓ କଣ୍ଟାବାଞ୍ଜିରୁ ହେଲେ ପ୍ରାର୍ଥୀ

ଭୁବନେଶ୍ୱର: ବିଧାନସଭା ନିର୍ବାଚନରେ ଚଳିତ ଥର ୨ଟି ଆସନରେ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦୧୯ ଭଳି ଏଥର ମଧ୍ୟ ୨ଟି ଆସନରେ ଲଢିବାକୁ ଓହ୍ଲାଇଛନ୍ତି ନବୀନ। ପୂର୍ବରୁ ହିଞ୍ଜିଳି ଆସନରୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହୋଇଥିଲେ ଏବେ କଣ୍ଟାବାଞ୍ଜିରୁ ଲଢିବାକୁ ଘୋଷଣା କରିଛନ୍ତି। ୨୦୧୯ ସାଧାରଣ ନିର୍ବାଚନରେ ହିଞ୍ଜିଳି ସହ ବିଜେପୁର ଆସନରୁ ଲଢିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଭୟ ଆସନରେ ବିପୁଳ ଭୋଟରେ ବିଜୟୀ ମଧ୍ୟ ହୋଇଥିଲେ। ପରେ ବିଜେପୁର ଆସନ ଛାଡି ହିଞ୍ଜିଳି ଆସନକୁ ରଖିଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories