www.samajalive.in
Sunday, December 14, 2025
14.1 C
Bhubaneswar

ବିଜେଡିରେ ନୂଆ ନିଯୁକ୍ତି: ଅମର ଶତପଥୀ ହେଲେ ବରିଷ୍ଠ ଉପସଭାପତି, ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ମହିଳା ଦଳର କାର୍ଯ୍ୟକାରୀ ସଭାପତି ଦାୟିତ୍ବ

ଭୁବନେଶ୍ବର: ଅମର ଶତପଥୀଙ୍କୁ ମିଳିଲା ନୂଆ ପଦ। ବିଜେଡିର ବରିଷ୍ଠ ଉପସଭାପତି ହେଲେ ଅମର ଶତପଥୀ। ସରୋଜ ସାମଲଙ୍କୁ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଦାୟିତ୍ବ ଦିଆଯାଇଥିବାବେଳେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାପତି ହେଲେ ଶ୍ରୀମୟୀ ସ୍ବେତସ୍ନିଗ୍ଧା ମିଶ୍ର। ବିଜେଡି ସମ୍ପାଦକ ଭାବେ ପ୍ରଶାନ୍ତ ସେଠୀଙ୍କୁ ନିଯୁକ୍ତି ମିଳିଛି। ବିଜେଡି ଦଳର ଏହି ନେତାମାନଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଯୁକ୍ତି ଦେଇଥିବା ନେଇ ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

Hot this week

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

Related Articles

Popular Categories