www.samajalive.in
Monday, December 15, 2025
26.1 C
Bhubaneswar

ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କଲେ ନବୀନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନବୀନ ପଟ୍ଟନାୟକ। ଦିନ ୧୧ଟା ୩୦ମିନିଟରେ ରାଜଭବନ ଯାଇ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ବିଧାନସଭାରେ ବିଜେଡିର ପରାଜୟ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ। ୨୦୦୦ ମସିହା ମାର୍ଚ୍ଚ ୫ରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ନବୀନ। ଏହାପରଠାରୁ ଲଗାତାର ୫ଥର ତାଙ୍କ ଦଳ ଜିତିବା ପରେ ସେ ମୁଖ୍ୟମନ୍ତ୍ରୀ ହୋଇଥିଲେ। ନବୀନ ପଟ୍ଟନାୟକ ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ। ନିର୍ବାଚନରେ ବିଜେଡି ପରାଜିତ ହୋଇଥିଲେ ବି ଓଡ଼ିଶାବାସୀଙ୍କ ହୃଦୟରେ ନବୀନ ସଦା ସର୍ବଦା ରହିଛନ୍ତି।

Hot this week

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

Related Articles

Popular Categories