www.samajalive.in
Monday, December 8, 2025
13.1 C
Bhubaneswar

କାହିଁକି ଦିଲ୍ଲୀ ଯାଇଛନ୍ତି ନବୀନ: ନିଜେ କହିଲେ …

ସମାଜ ଡିଜିଟାଲ ଡେସ୍କ: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଛନ୍ତି । ଆସନ୍ତକାଲି ଉପରାଷ୍ଟ୍ରପତି ନିର୍ବାଚନ ଥିବାରୁ ନବୀନଙ୍କ ଦିଲ୍ଲୀ ଗସ୍ତ ନେଇ ଅନେକ ରାଜନୈତିକ ମହଲରେ ଆଲୋଚନା ହେଉଥିଲା । ତେବେ ନବୀନ କାହିଁକି ଦିଲ୍ଲୀ ଯାଇଛନ୍ତି ତାହାର ସୂଚନା ସେ ନିଜେ ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟୁ କରିଛନ୍ତି । ନବୀନ କହିଛନ୍ତି ଏହା ତାଙ୍କର ବ୍ୟକ୍ତିଗତ, କୌଣସି ସାଂସଦଙ୍କୁ ଭେଟିବାର ନାହିଁ ।

ଏକ୍ସରେ ନବୀନ ଲେଖିଛନ୍ତି ଯେ ‘ମୁଁ କିଛି ଦିନ ପାଇଁ ଦିଲ୍ଲୀ ଆସିଛି, କିଛି ସାମାଜିକ ପ୍ରତିବଦ୍ଧତା ପାଇଁ । ଦିଲ୍ଲୀ ଗସ୍ତକୁ ନେଇ ଚାଲିଥିବା ଚର୍ଚ୍ଚାରେ ନବୀନଙ୍କ ଏଭଳି ପ୍ରତିକ୍ରିୟା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି ।

Hot this week

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

Related Articles

Popular Categories