www.samajalive.in
Friday, December 5, 2025
20.1 C
Bhubaneswar

ଆଜି ପ୍ରଥମଥର ବିଧାୟକ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ

ଭୁବନେଶ୍ବର : ବିଜେଡି ସଭାପତି ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଥର ପାଇଁ ବିଧାୟକ ଭାବେ ଶପଥ ନେବେ। ପୂର୍ବରୁ ଶ୍ରୀ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଭାବେ ୫ ଥର ପଦ ଓ ଗୋପନୀୟତାର ଶପଥ ପାଠ କରିଥିଲେ। ଆଜି (ମଙ୍ଗଳବାର) ଓ ବୁଧବାର ଦୁଇ ଦିନ ବିଧାୟକଙ୍କର ଶପଥ ପାଠ ଅନୁଷ୍ଠିତ ହେବ। ଆଜି ପୂର୍ବାହ୍ଣରେ ଶ୍ରୀ ପଟ୍ଟନାୟକ ବିଧାୟକ ଭାବେ ଶପଥ ନେଇପାରନ୍ତି। ଆସନ୍ତା ୨୦ରେ ନୂତନ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ। ବାଚସ୍ପତି ନିର୍ବାଚନ ପୂର୍ବରୁ ବିଧାୟକଙ୍କ ଶପଥ ପାଠ ଶେଷ ହେବ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories