ପ୍ରଭୁ ବଳଭଦ୍ର ପଡ଼ିଯିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: କହିଲେ, ନିଜେ ଦାୟିତ୍ଵ ନେଇ..

ଭୁବନେଶ୍ଵର: ଆଡ଼ପ ପହଣ୍ଡି ବେଳେ ପ୍ରଭୁ ବଳଭଦ୍ର ପଡ଼ିଯିବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ନିଜେ ଦାୟିତ୍ଵ ନେଇ ଏଭଳି ଅଘଟଣର ଯେଭଳି ପୁନରାବୃତ୍ତି ନ ଘଟିବ ତାହା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଛନ୍ତି ନବୀନ। ଚିଠିରେ ଉଲ୍ଲେଖ ରହିଛି, ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆ ଅସ୍ମିତାର ପ୍ରତୀକ। ଚଳିତ ବର୍ଷ ଆଡ଼ପ ମଣ୍ଡପକୁ ବଡ଼ ଠାକୁରଙ୍କ ପହଣ୍ଡିବେଳେ … Continue reading ପ୍ରଭୁ ବଳଭଦ୍ର ପଡ଼ିଯିବା ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: କହିଲେ, ନିଜେ ଦାୟିତ୍ଵ ନେଇ..