www.samajalive.in
Friday, December 5, 2025
27.1 C
Bhubaneswar

ନବୀନଙ୍କ ନବମ ଇନିଂସ୍‌ : ପୁଣି ହେଲେ ବିଜେଡି ସଭାପତି

ଭୁବନେଶ୍ଵର: ନବମଥର ପାଇଁ ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ।  ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ନିର୍ଦ୍ବନ୍ଦ୍ଵରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ବିଧିବଦ୍ଧ ଭାବେ ନାଁ ଘୋଷଣା କରିଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ ଦେବ। ଏକାମାତ୍ର ପ୍ରାର୍ଥୀ ଭାବେ ନବୀନ ନାମାଙ୍କନ ଦାଖଲ କରିଥିଲେ। ତେବେ ନବମଥର ଲାଗି ସଭାପତି ହେବା ପରେ ନବୀନଙ୍କୁ ବହୁ ନେତା ଏବଂ କର୍ମୀ ମାନେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ଏଥର କିଛି ନୂଆ ପଦବୀ ଓ କମିଟି ସୃଷ୍ଟି କରିପାରନ୍ତି ନବୀନ। ସାଙ୍ଗଠନିକ ସମ୍ପାଦକ ପଦବୀ ଉଚ୍ଛେଦ କରି ପୂର୍ବ ପରି ମହାସଚିବ ପଦବୀ ସୃଷ୍ଟି କରାଯାଇପାରେ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories