www.samajalive.in
Sunday, December 7, 2025
23.1 C
Bhubaneswar

ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ..

ଭୁବନେଶ୍ୱର : ବିଜେଡି ସଭାପତି ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ଆଜି ଜନ୍ମଦିବସ। ୭୯ବର୍ଷରେ ପାଦ ଦେଇଛନ୍ତି ନବୀନ। ଏହି ଅବସରରେ ନବୀନଙ୍କୁ ବିଭିନ୍ନ ଦିଗରୁ ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ପଟ୍ଟନାୟକଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଓ ଶୁଭ କାମନା ଜଣାଇଛନ୍ତି ।


ଏହାସହ ଅନେକ ବରିଷ୍ଠ ବ୍ୟକ୍ତି, ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି । ନବୀନଙ୍କ ଜନ୍ମଦିନ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁଙ୍କ ପାଖରେ ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି ଧର୍ମେନ୍ଦ୍ର। ସେହିପରି ବିଧାନସଭାର ବାଚସ୍ପତି ସୁରମା ପାଢୀ ମଧ୍ୟ ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଇ ଏକ୍ସରେ ପୋଷ୍ଟ କରିଛନ୍ତି।

ଶରତ ପୂର୍ଣ୍ଣିମାରେ ଗ୍ରହଙ୍କ ଅଦ୍ଭୁତ ସଂଯୋଗ; ଏହି ୫ ରାଶି ହେବେ ଭାଗ୍ୟଶାଳୀ, ଧନ ଠାରୁ ବିବାହ ସବୁଥିରେ ମିଳିବ ସଫଳତା..

- Advertisement -

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories