www.samajalive.in
Sunday, December 7, 2025
26.1 C
Bhubaneswar

ହିଞ୍ଜିଳିରୁ ଲଢ଼ିବେ ପୀତାମ୍ବର ଆଚାର୍ଯ୍ୟ​

ଭୁବନେଶ୍ବର : ହିଞ୍ଜିଳି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୁଦ୍ଧରେ ବିଜେପି ଉପସଭାପତି ପୀତାମ୍ବର ଆଚାର୍ଯ୍ୟ​ ପ୍ରାର୍ଥୀ ହେବେ। ବିଜେପି ପକ୍ଷରୁ ସୋମବାର ଏହା ଘୋଷଣା କରାଯାଇଛି। ଚଳିତ ଥର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟ ହିଞ୍ଜିଳି ଏବଂ ବିଜେପୁର ଆସନରୁ ପ୍ରତିଦ୍ବନ୍ଧିତା କରୁଛନ୍ତି। ପୂର୍ବରୁ ସେ ହିଞ୍ଜିଳି ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ସୋମବାର ବିଜେପୁର ଆସନରୁ  ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories