ସରକାରଙ୍କ ସମସ୍ତ ବିଭାଗ ଉପରେ ତୀକ୍ଷ୍ଣ ନଜର ରଖିବ ବିଜେଡି; ବିଧାୟକଙ୍କୁ ବିଭାଗ ବାଣ୍ଟିଲେ ନବୀନ

ଭୁବନେଶ୍ଵର: ବିଧାନସଭାରେ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି ବିଜେଡି। ମୁଖ୍ୟ ବିରୋଧୀ ସାଜି ସରକାରଙ୍କ ବିଭିନ୍ନ ବିଭାଗ ଉପରେ ନଜର ରଖିବେ ବିଜେଡିର ୫୦ ଜଣ ବିଧାୟକ। ବୁଧବାର ସମସ୍ତ ୫୦ ବିଧାୟକଙ୍କୁ ବିଭାଗ ବଣ୍ଟନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସରକାରଙ୍କ ପ୍ରତିଟି ବିଭାଗ ଉପରେ ଜଣେ ଲେଖାଏଁ ବିଜେଡି ବିଧାୟକ ରଖିବେ ନଜର। ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ପ୍ରତିଟି … Continue reading ସରକାରଙ୍କ ସମସ୍ତ ବିଭାଗ ଉପରେ ତୀକ୍ଷ୍ଣ ନଜର ରଖିବ ବିଜେଡି; ବିଧାୟକଙ୍କୁ ବିଭାଗ ବାଣ୍ଟିଲେ ନବୀନ