www.samajalive.in
Saturday, December 6, 2025
17.1 C
Bhubaneswar

କରୋନା ମୁକାବିଲା: କୋଭିଡ଼୍-୧୯ ସରକାରୀ ପୋର୍ଟାଲରେ ଭଉଣୀ ଗୀତା ମେହେଟ୍ଟାଙ୍କ ନାଁ ପଞ୍ଜୀକରଣ କଲେ ନବୀନ

ଭୁବନେଶ୍ବର: କରୋନା ମୁକାବିଲା ପାଇଁ ବିଦେଶ ଫେରନ୍ତାଙ୍କ ଲାଗି ଉଦ୍ଦିଷ୍ଟ ରାଜ୍ୟ ସରକାରଙ୍କ କୋଭିଡ଼୍-୧୯ ସରକାରୀ ପୋର୍ଟାଲରେ ନିଜ ଭଉଣୀ ଗୀତା ମେହେଟ୍ଟାଙ୍କ ନାଁ ପଞ୍ଜୀକରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବଡ଼ ଭଉଣୀ ବିଦେଶରୁ ଫେରିଥିବାରୁ ତାଙ୍କ ନାଁ ଏହି ପୋର୍ଟାଲରେ ପଞ୍ଜୀକରଣ କରିଥିବା ମୁଖ୍ୟମନ୍ତ୍ରୀ ଟ୍ବିଟ୍ କରି ଜଣାଇଛନ୍ତି। ଏହା ସହ ସମସ୍ତ ବିଦେଶ ଫେରନ୍ତା ନାଗରିକ ଏଥିରେ ନିଜ ନାଁ ପଞ୍ଜୀକରଣ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି। ଏହା ଓଡ଼ିଶାକୁ କରୋନା ଭାଇରସ୍ ସଂକ୍ରମଣରୁ ରକ୍ଷା କରିବାରେ ସହାୟକ ହେବ ବୋଲି ନବୀନ କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories