www.samajalive.in
Friday, December 5, 2025
27.1 C
Bhubaneswar

ସୁସ୍ଥ ହୋଇ ଫେରିଲେ ନବୀନ ପଟ୍ଟନାୟକ

ସମାଜ ଡିଜିଟାଲ ଡେସ୍କ: ଆଜି ମୁମ୍ବାଇରୁ ଫେରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସର୍ଭଇକାଲ ଆର୍ଥ୍ରାଇଟିସ ଅସ୍ତ୍ରୋପଚାର କରି ସଂପୂର୍ଣ୍ଣ ସୁସ୍ଥ ହେବା ପରେ ଓଡ଼ିଶା ଫେରିଛନ୍ତି । ନବୀନଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରରେ ବିଜେଡି କର୍ମୀଙ୍କ ଭିଡ ଜମିଥିଲା । ଜୁନ ୨୦ରେ ନବୀନ ମୁମ୍ବାଇ ଯାଇଥିବା ବେଳେ ଜୁନ୍‍ ୨୨ରେ କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ନବୀନଙ୍କ ଅସ୍ତ୍ରୋପଚାର ହୋଇଥିଲା । ନବୀନଙ୍କ ଆଶୁ ଆରୋଗ୍ୟ କାମନା କରି ହଜାର ହଜାର ପ୍ରଶଂସକ ତାଙ୍କ ପାଇଁ ପ୍ରାର୍ଥନା କରିଥିଲେ । ଓଡ଼ିଶାରେ କ୍ଷମତାରେ ନଥାଇ ମଧ୍ୟ ନବୀନ ସର୍ବଦା ଲୋକଙ୍କ ପାଖରେ ପ୍ରିୟ ନେତା ହୋଇ ରହିଛନ୍ତି ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories