www.samajalive.in
Monday, December 15, 2025
26.1 C
Bhubaneswar

ବିକାଶକୁ ବିରୋଧ କରୁଥିବା ନେତା କେବେ ସଫଳ ହୋଇନାହାଁନ୍ତି- ନବୀନ

ହିଞ୍ଜିଳି: ପ୍ରଚାର ମଇଦାନକୁ ଓହ୍ଲାଇଥିବା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି। ନବୀନ କହିଛନ୍ତି ବିକାଶକୁ ବିରୋଧ କରିଥିବା ନେତା କେବେ ସଫଳ ହୋଇନାହାଁନ୍ତି। ସେମାନେ ଅପପ୍ରଚାର କରିଚାଲିଛନ୍ତି। ଓଡ଼ିଶାବାସୀ ବିରୋଧୀଙ୍କ ଅସଲ ଚେହେରା କଣ ଭଲ ଭାବରେ ଜାଣିଛନ୍ତି। ଆପଣଙ୍କ ଆଶୀର୍ବାଦରେ ବିଜେଡି ଚଳିତ ନିର୍ବାଚନରେ ବିପୁଳ ପରିମାଣରେ ବିଜୟ ହାସଲ କରିବ। ରାଜ୍ୟରେ ବିଜୟ ଧାରା ଜାରି ରହିବ ଏବଂ ଲୋକସଭାରେ ବି ଭଲ କରିବୁ ବୋଲି ନବୀନ ପଟ୍ଟନାୟକ କହିଛନ୍ତି। ୨୦୩୬ ସୁଦ୍ଧା ଓଡ଼ିଶା ଏକ ନମ୍ବର ରାଜ୍ୟ ହେବ ବୋଲି କହିଛନ୍ତି ନବୀନ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories