www.samajalive.in
Monday, December 15, 2025
27.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଅପରାହ୍ନରେ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀଠାରେ ଆୟୋଜିତ ହେବାକୁ ଥିବା ମହାତ୍ମା ଗାନ୍ଧିଙ୍କ ୧୫୦ ତମ ଜୟନ୍ତୀ ପାଳନ ପ୍ରସ୍ତୁତି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ବୁଧବାର ରାଷ୍ଟ୍ରପତି ଭବନରେ ଏହି ବୈଠକ ଅନୁଷ୍ଠିତ ହେବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବେ ବୋଲି କୁହାଯାଉଛି ।

Hot this week

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

Related Articles

Popular Categories