www.samajalive.in
Sunday, December 7, 2025
14.1 C
Bhubaneswar

ଓଡ଼ିଶୀ ନୃତ୍ୟ ଓ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା: କେନ୍ଦ୍ରକୁ ଚିଠି ଲେଖିଲେ ନବୀନ

ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତକୁ ଶାସ୍ତ୍ରୀୟ ମାନ୍ୟତା ଦେବା ନିମନ୍ତେ କେନ୍ଦ୍ରକୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ର ପର୍ଯ୍ୟଟନ ଓ ସଂସ୍କୃତ ମନ୍ତ୍ରୀ ପହ୍ଲାଦ ସିଂହ ପଟେଲଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖି ପଦକ୍ଷେପ ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି ।

Adobe Scan 25 Sep 2020 (1)

- Advertisement -

ସେପ୍ଟେମ୍ବର ୨ରେ ରାଜ୍ୟ ଐତିହ୍ୟ କ୍ୟାବିନେଟରେ ଏନେଇ ନିଷ୍ପତ୍ତି ହୋଇଥିଲା । ବହୁ ବର୍ଷଧରି ଥିବା ଓଡିଆଙ୍କ ସ୍ୱପ୍ନଙ୍କୁ ସ୍ୱୀକାର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁରୋଧ କରିଛନ୍ତି । ତେବେ ଓଡିଶୀ ସଙ୍ଗୀତ ୨ ହଜାର ବର୍ଷର ପୁରୁଣା ପରମ୍ପରା । ଏହା ହିନ୍ଦୁସ୍ତାନୀ ଓ କର୍ଣ୍ଣାଟକ ସଙ୍ଗୀତଠାରୁ ସମ୍ପୂର୍ଣ୍ଣ ଭିନ୍ନ । ତେଣୁ ଏହାକୁ ଶାସ୍ତ୍ରୀୟ ମାନ୍ୟତା ଦିଆଯିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଯୁକ୍ତି ବାଢ଼ିଛନ୍ତି ।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories