www.samajalive.in
Sunday, December 7, 2025
26.1 C
Bhubaneswar

ମାଆଙ୍କ ଷୋଡଶ ପୂଜାର ଦ୍ୱିତୀୟ ଦିନ: ସୁନା ବେଶରେ ମା କଟକ ଚଣ୍ଡି

ସମାଜ ଡିଜିଟାଲ ଡେସ୍କ: ଶାରଦୀୟ ଦୁର୍ଗାପୂଜାରେ ରାଜ୍ୟର ବିଭିନ୍ନ ଶକ୍ତିପୀଠ ଗୁଡିକରେ ଆରମ୍ଭ ହୋଇଛି ଷୋଡଶ ଦିନାତ୍ମକ ପୂଜା । ଆଜି ଦ୍ୱିତୀୟ ଦିନରେ କଟକର ଅଧିଷ୍ଠାତ୍ରୀ ଦେବୀ ମା କଟକ ଚଣ୍ଡୀ ଓ ଗଡଚଣ୍ଡୀଙ୍କ ପୀଠରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ଆରମ୍ଭ ହୋଇଛି । କୁମ୍ଭାଭିଷେକ, ଘଟ ସ୍ଥାପନ କରାଯାଇ ମାଙ୍କୁ ଆବାହନ କରାଯାଇଛି । ନଦୀରୁ ଜଳ କଳସ ଆଣି ମାଙ୍କ ପୀଠରେ ସ୍ଥାପନା କରାଯାଇଛି । ମୂଳାଷ୍ଟମୀ ବା ଦେବୀ ଉତ୍ଥାପନରେ ଆରମ୍ଭ ହୋଇଛି ଷୋଡଶ ଉପଚାର ପୂଜା ।

ଆଜିଠାରୁ ପ୍ରତିଦିନ ଚଣ୍ଡିପାଠ, ହୋମଯଜ୍ଞ ସହିତ ବିଜୟା ଦଶମୀ ପର୍ଯ୍ୟନ୍ତ ଉଭୟ ଶକ୍ତି ପୀଠରେ ୧୬ଦିନ ଧରି ଭିନ୍ନ ଭିନ୍ନ ବେଶରେ ଦର୍ଶନ ଦେବେ ମା କଟକ ଚଣ୍ଡି ଓ ଗଡଚଣ୍ଡୀ । ମା’ଙ୍କ ସୁନା ବେଶକୁ ଦର୍ଶନ କରିବା ପାଇଁ ଭକ୍ତଙ୍କ ଗହଳି ଦେଖିବାକୁ ମିଳିଛି ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories