www.samajalive.in
Monday, December 15, 2025
26.1 C
Bhubaneswar

ଆଜିଠୁ ଭାରତ ଓ ପାକିସ୍ତାନ ନୌସମରାଭ୍ୟାସ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂର ଅଭିଯାନ ଶେଷ ହୋଇ ନଥିବାବେଳେ ଭାରତ ଓ ପାକିସ୍ତାନ ମଧ୍ୟରେ ପୁଣି ଏକ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି। ପ୍ରତିରକ୍ଷା ସୂତ୍ରର ଖବର ଅନୁଯାୟୀ ଦୁଇ ଦେଶ ଆଜିଠାରୁ ଆରବ ସାଗରରେ ଅଲଗା ଅଲଗା ନୌସମରାଭ୍ୟାସ କରିବାକୁ ଯାଉଛନ୍ତି। ଗୋଟିଏ ସମୟରେ ଓ ଗୋଟିଏ ସ୍ଥାନରେ ଦୁଇ ବିରୋଧୀ ଶକ୍ତିର ନୌସମରାଭ୍ୟାସ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି କରିବାକୁ ଯାଉଛି। ରିପୋର୍ଟ ଅନୁଯାୟୀ ସମରାଭ୍ୟାସ ଲାଗି ଦୁଇ ଦେଶର ଏହା ନୌସେନାକୁ ନୋଟିସ ଟୁ ଏୟାରମ୍ୟାନ (ନାଟମ) ଜାରି କରିଛନ୍ତି। ସମରାଭ୍ୟାସ ହେବାକୁ ଥିବା ଅଞ୍ଚଳରେ ଆକାଶ ମାର୍ଗରେ ବିମାନ ଚଳାଚଳ ବନ୍ଦ କରିବା ଲାଗି ଏୟାରଟ୍ରାଫିକ କ​‌େ​‌ଣ୍ଟ୍ରାଲକୁ ନାଟମ ଜାରି କରାଯାଇଛି।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories