www.samajalive.in
Monday, December 8, 2025
14.1 C
Bhubaneswar

ନବାବ ମଲିକ ଡାକ୍ତରଖାନାରେ ଭର୍ତ୍ତି

ମୁମ୍ବାଇ: ପ୍ରବର୍ତ୍ତନ ନିର୍ଦେଶାଳୟ ଦ୍ବାରା ଗିରଫ ହେବାର ଦୁଇ ଦିନ ପରେ ଏନସିପି ନେତା ତଥା ମନ୍ତ୍ରୀ ନବାବ ମଲିକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ମୁମ୍ବାଇର ଜେଜେ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି। ତେବେ କେଉଁ କାରଣରୁ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ସେନେଇ କୌଣସି ସୂଚନା ମିଳିପାରି ନାହିଁ।

ସୂଚନାଯୋଗ୍ୟ, ବୁଧବାର ନବାବ ମଲିକଙ୍କୁ ଇଡି ଗିରଫ କରିଥିଲା। ଦାଉଦ ଇବ୍ରାହିମ୍‌ ସହ ସମ୍ପର୍କ ଓ ବେଆଇନ ଅର୍ଥ କାରବାର ମାମଲାରେ ସେ ଗିରଫ ହୋଇଛନ୍ତି। ଇଡିର ଟିମ୍‌ ବୁଧବାର ସକାଳେ ନବାବଙ୍କ ଘରକୁ ଯାଇ ତାଙ୍କୁ ପଚରାଉଚରା କରିଥିଲା। ଏହାପରେ ଇଡି ତାଙ୍କୁ ନିଜ କାର୍ଯ୍ୟାଳୟକୁ ନେଇଥିଲା। ସେଠାରେ ପ୍ରାୟ ୬ ଘଣ୍ଟା ଧରି ପଚରାଉଚରା କରିବା ପରେ ଇଡି ତାଙ୍କୁ ଗିରଫ କରିଥିଲା।

- Advertisement -

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories